ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ପୁଲିସ ମହାନିର୍ଦେଶକ(ଡିଜିପି)ଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଉତ୍ତରା ଛକରୁ ପୁରୀ ପର୍ଯ୍ୟନ୍ତ ସିିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟା, ଗାଡ଼ି ପାର୍କିଂ, ଶୃଙ୍ଖଳିତ ରଥଟଣା ଏବଂ ବ୍ୟାରିକେଡ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି।
Popular Categories



