www.samajalive.in
Monday, December 8, 2025
27.1 C
Bhubaneswar

ବାସି ଖାଦ୍ୟ ଖାଇ ୫୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ

ମୟୂରଭଞ୍ଜ : ବାସି ଖାଦ୍ୟ ଖାଇ ଖୁଣ୍ଟା ବ୍ଲକ ପୁରୁଣାପାଣି କମଳି ସେବାଶ୍ରମ ବିଦ୍ୟାଳୟର ୫୦ରୁ ଅଧିକ ଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୨୦ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସମସ୍ତଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ଖୁଣ୍ଟା ବ୍ଲକ ପୁରୁଣାପାଣି କମଳି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀମାନେ ମଙ୍ଗଳବାର ରାତ୍ର ଭୋଜନ କରିବା ପରେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଛାତ୍ରୀମାନଙ୍କୁ ବାସି ଖାଦ୍ୟ ଦିଆଯାଇ ନ ଥିବା ବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories