www.samajalive.in
Saturday, December 6, 2025
15.1 C
Bhubaneswar

ବିପର୍ଯ୍ୟୟ ପରିଚାଳନା କର୍ମଶାଳା

ପାଟଣା: ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ଆଜି ବ୍ଲକ ଅଞ୍ଚଳର ବଡପାଟଣା, ମିରିଗିଖୋଜି, ଏରେଣ୍ଡେଇ ଓ ଡୁମୁରିଆ ଭଳି ୪ଟି ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଦସ୍ୟ ସଦସ୍ୟାମାନଙ୍କୁ ନେଇ ଗ୍ରାମ୍ୟସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଅନୁଷ୍ଠିତ କର୍ମଶାଳାରେ ବିଡିଓ ଶିବଶଙ୍କର ମୁର୍ମୁ, ତହସିଲଦାର ଲୀଳାବତୀ ନାଏକ, ଅଗ୍ନିଶମ ବିଭାଗରୁ ବିଜୟ କୁମାର ନାଏକ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ସହକାରୀ କୃଷି ଅଧିକାରୀ ପରେଶ କୁମାର ଦାଶ, ଏବିଇଓ ସଚ୍ଚିଦାନନ୍ଦ ସେଠୀ, ଜିପିଡିଓ ରଶ୍ମିରେଖା ମହାନ୍ତି, ଯୋଗାଣ ନିରୀକ୍ଷିକା ସୁନିତା ମାରାଣ୍ଡି, ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ସତ୍ୟ ପ୍ରକାଶ ଦ୍ବିବେଦୀ ପ୍ରମୁଖ ଉପସ୍ଥିତ ରହି ଗ୍ରାମ ସ୍ତରରେ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ଦିଗ ଉପରେ ଶିବିରାର୍ଥିମାନଙ୍କୁ ସୂଚନା ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories