www.samajalive.in
Tuesday, December 9, 2025
16.1 C
Bhubaneswar

ଆସନ୍ତାକାଲି ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ; ସାମିଲ ହେବେ ବିଦ୍ୟାର୍ଥୀ, ଶିକ୍ଷକ ଓ ଅଭିଭାବକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ମାଧ୍ୟମରେ ପରୀକ୍ଷାର୍ଥୀ, ଶିକ୍ଷକ ଓ ଅଭିଭାବକ ମାନଙ୍କ ସହ ଆଲୋଚନା କରିବେ। ଏହି ସୂଚନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ ମାଧ୍ୟମରେ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ପ୍ରିୟ ଛାତ୍ର, ଅଭିଭାବକ ଓ ଶିକ୍ଷକ ମୁଁ ଗତକାଲି ୧୧ଟା ସମୟରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ମାଧ୍ୟମରେ ଆପଣଙ୍କ ସହ ପରୀକ୍ଷା ସମ୍ବଧରେ କଥାବାର୍ତ୍ତା କରିବି। ଏହି କାର୍ଯ୍ୟକ୍ରମ ସମସ୍ତ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଦେଖାଇବା ପାଇଁ ଚେଷ୍ଟା କରାଯାଉଛି। ପରୀକ୍ଷା ପାଇଁ କଠିନ ପ୍ରରିଶ୍ରମ କରୁଥିବା ଛାତ୍ରଛାତ୍ରୀ ଏହାଦ୍ୱାରା ପ୍ରେରଣା ପାଇବେ ବୋଲି ମୋଦୀ କହିଛନ୍ତି।
ସୂଚନାଯୋଗ୍ୟ ଯେ ଚଳିତଥର ଏହି କାର୍ଯ୍ୟକ୍ରମରେ ପରୀକ୍ଷାର୍ଥୀ ମାନଙ୍କ ସହ ଶିକ୍ଷକ ଓ ଅଭିଭାବକ ମାନଙ୍କୁ ସାମିଲ କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories