ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷଙ୍କୁ ଦାୟିତ୍ଵରୁ ଅବ୍ୟାହତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵ ରୁ ଅବ୍ୟାହତି ଦେଇଛନ୍ତି। ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.