www.samajalive.in
Wednesday, December 10, 2025
16.1 C
Bhubaneswar

କଲମପୁରରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

କଲମପୁର – କଳାହାଣ୍ଡିର ଜିଲ୍ଲାପାଳ ଅନ୍ୱେଷା ରେଡି କଲମପୁରରେ ପହଞ୍ଚି ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । କଲମପୁରରେ ଥିବା ମିନିଷ୍ଟାଡିୟମ ପରିଦର୍ଶନ କରିବା ସହ ଏହାର କିପରି ବିକାଶ କରାଯାଇ ପାରିବ ସେ ବିଷୟରେ ସେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନ କରିଥିଲେ ।

ଜିଲ୍ଲା ପ୍ରକଳ୍ପ ନିର୍ଦେଶକ, ପିଡିଡିଆର୍‌ଡିଏ ପାଓ୍ୱାର ସଚୀନ ପ୍ରକାଶ ବି.ଡି.ଓ ବିଜୟ କୁମାର ମାଣ୍ଡାଙ୍ଗି, ତହସିଲଦାର ରୁଦ୍ରମୋହନ ନାୟକ, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ରାମଚନ୍ଦ୍ର ନାଏକ ବ୍ଲକ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories