www.samajalive.in
Saturday, December 6, 2025
23.1 C
Bhubaneswar

ମେଡ଼ିକାଲରେ ମୃତଦେହ ଛାଡ଼ି ପଳାଇଲେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଢେଙ୍କାନାଳ: ଅବକାରୀ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଅଭିଯୁକ୍ତଙ୍କ ମୃତଦେହ ଛାଡ଼ି ପଳାଇଥିବା ସୂଚନା ମିଳିଛି। ମୃତକ ସଦରପୁର ଗାଁର ସୂର୍ଯ୍ୟମଣି ସେନାପତି ବୋଲି ଜଣାପଡ଼ିଛି। ସୂର୍ଯ୍ୟମଣିଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ଅବକାରୀ ବିଭାଗ ଅଧିକାରୀମାନେ ଛାଡ଼ି ପଳାଇଥିବା ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଏଡିଏମଓ ପ୍ରକାଶ କରିଛନ୍ତି।

କେଉଁ କାରଣରୁ ସୂର୍ଯ୍ୟମଣିଙ୍କୁ ଗିରଫ କରାଯାଇଥିଲା ତାହା ଜଣାପଡ଼ିନାହିଁ। ଏ ନେଇ ଅବକାରୀ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଅପରପକ୍ଷରେ ସୂର୍ଯ୍ୟମଣି ସେନାପତିଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସୂର୍ଯମଣିଙ୍କ କିଭଳି ମୃତ୍ୟୁ ହେଲା ତାହାର ଉଚ୍ଚସ୍ତରୀୟ ତଦନ୍ତ ସହ କ୍ଷତିପୂରଣ ପ୍ରଦାନ କରିବାକୁ ପରିବାର ସଦସ୍ୟ ନିବେଦନ କରିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories