www.samajalive.in
Sunday, December 14, 2025
26.1 C
Bhubaneswar

ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ଅନୁଗୋଳ: ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ଘଟିଯାଇଛି । ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଞ୍ଚି ନିଆଁକୁ ଆୟତ କରିଛି । ୨୦୧୭ ମସିହାରେ ପ୍ରସୂତି ଓ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ବାସ୍ଥ୍ୟମନ୍ତ୍ରୀ ଏହି ୬ ମହଲା ବିଶିଷ୍ଟ ନୂତନ ଗୃହକୁ ଉଦଘାଟନ କରିଥିଲେ । ଆଜି ଭୋର ରୁ ଟୀକା କରଣ ରୁମ ଭିତରେ ଷ୍ଟାଟବଲାଇଜରରୁ ନିଆଁ ଲାଗି ଧୂଆଁମୟ ହୋଇଯାଇଥିଲା । ଏଥିରେ କାହାର କିଛି କ୍ଷତି ହୋଇନଥିବା ଜଣାପଡିଛି । ଏକ ବଡ଼ ବିପତିରୁ ଅଳ୍ପକେ ରକ୍ଷା ପାଇଯାଇଛି । ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories