www.samajalive.in
Monday, December 8, 2025
20.1 C
Bhubaneswar

୬୫ ଡେସିବେଲ ଶବ୍ଦ ତୀବ୍ରତା ଭିତରେ ରହିବ ଡିଜେ-ହାଇକୋର୍ଟ

ଭୁବନେଶ୍ବର: ଆଜି ଏକ ଗୁରୁତ୍ବପୂର୍ଣ୍ଣ ରାୟରେ ପାର୍ବଣ ସମୟରେ ଡିଜେ ବଜାଇବାକୁ ଅନୁମତି ଦେଇଛନ୍ତି। ତେବେ ୬୫ ଡେସିବେଲ ଭିତରେ ଡିଜେ ଶବ୍ଦ ରହିବ ବୋଲି ହାଇକୋର୍ଟ ପକ୍ଷରୁ କୁହାଯାଇଛି।  କଟକ ସହ ସମ୍ପର୍କିତ ଜନସ୍ବାର୍ଥ୍ୟ ମାମଲାରେ ହାଇକୋର୍ଟ ପକ୍ଷରୁ ଦିଆଯାଇଥିବା ନିର୍ଦେଶରେ କୁହାଯାଇଛି ଯେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦିଆଯିବ, ଏହା ୬୫ ଡେସିବେଲ ଭିତରେ ରହିବ।

ରାସ୍ତାଘାଟ ମରାମତି ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହିତ ୭ ଦିନ ଭିତରେ ରାସ୍ତାଘାଟ ଚକାଚକ କରିବାକୁ ଦେଲେ ନିର୍ଦେଶ ଦେଇଛନ୍ତି। ରାସ୍ତା ଉପରେ ତୋରଣ ନିର୍ମାଣ ଉପରେ ମଧ୍ୟ ତାଗିଦ କରିଛନ୍ତି। ପୂଜା କମିଟି ସଦସ୍ୟମାନେ ସ୍ଥାନୀୟ ଅଞ୍ଚଳରେ ଯେଭଳି ଟ୍ରାଫିକ ସମସ୍ୟା ସୃଷ୍ଟି ନ ହେବ ଏବଂ ଧନ ଜୀବନ ସୁରକ୍ଷିତ ରହିବ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ହାଇକୋର୍ଟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories