www.samajalive.in
Sunday, December 7, 2025
14.1 C
Bhubaneswar

ଚୋରା କାଠ ବୋଝେଇ ଟ୍ରକ ଜବତ, ଜଣେ ଗିରଫ 

ଢେଙ୍କାନାଳ: କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ  ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲ ନିକଟରୁ ଗୋଟିଏ କାଠ ବୋଝେଇ ଟ୍ରକକୁ ଜବତ କରିଛି ବନ ବିଭାଗ। ଏଥିସହିତ ଟ୍ରକ ଡ୍ରାଇଭର ଶାନ୍ତନୁ କୁମାର ମହାନ୍ତିକୁ ଗିରଫ କରାଯାଇଛି। ଜବତ କାଠର ଆନୁମାନିକ ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ। ଟ୍ରକରେ ଶିରିସା, ଚାକୁଣ୍ଡା ଓ ମାହାଳ କାଠ ଲୋଡ଼ ହୋଇଥିଲା। ଟ୍ରକଟି ପରଜଙ୍ଗ ରୋଡ଼ ଗଇଲୋ ଗାଁରୁ କାଠ ନେଇ ବାହାରକୁ ଚାଲାଣ ହେଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ମୁକ୍ତାପଶି ଫରେଷ୍ଟର ଟ୍ରକଟିକୁ ଧରିବାରେ ସଫଳ ହୋଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories