www.samajalive.in
Saturday, December 6, 2025
16.1 C
Bhubaneswar

୧୨ରୁ ସ୍ଲଟ୍ ବୁକିଂ, ୧୬ରୁ ଡ଼ିଏଲ୍ ଟେଷ୍ଟ

ଭୁବନେଶ୍ୱର : ଆଉ କିଛି ଦିନ ପରେ ଲର୍ଣ୍ଣସ୍‌ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ ଏବଂ ଟେଷ୍ଟ ଆରମ୍ଭ ହେବାକୁ ଯାଉଛି। କରୋନା କଟକଣା ମଧ୍ୟରେ ଏହା ଆରମ୍ଭ ହେବ। ସୂଚନା ଅନୁସାରେ, ନଭେମ୍ବର ୧୨ ତାରିଖରୁ ସ୍ଲଟ୍ ବୁକିଂ ହେବାକୁଥିବାବେଳେ ୧୬ରୁ ଟେଷ୍ଟ ଆରମ୍ଭ ହେବ। ୧୨ ତାରିଖ ଦିନ ୧୧ଟାଠାରୁ ସ୍ଲଟ୍ ବୁକିଂ ଆରମ୍ଭ ହେବ। ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସ୍ଲଟ୍ ବୁକିଂ କରାଯିବ। ପୂର୍ବରୁ ଲର୍ଣ୍ଣସ୍‌ ଲାଇସେନ୍ସ ପାଇଁ ଆବେଦନ କରିଥିବା ବ୍ୟକ୍ତି ହିଁ ସ୍ଲଟ୍ ବୁକିଂ କରିପାରିବେ। ପରିବହନ କମିଶନରଙ୍କ ଅଫିସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories