www.samajalive.in
Monday, December 15, 2025
24.1 C
Bhubaneswar

ଟ୍ରେନରୁ ଖସି ପଡି ଜଣେ ଡାକ୍ତର ମୃତ

ଭୁବନେଶ୍ୱର: ଟ୍ରେନରେ ଚଢୁଥିବା ବେଳେ ଖସି ପଡି ଜଣେ ଅବସର ପ୍ରାପ୍ତ ଡାକ୍ତରଙ୍କ ମୃତ୍ୟୁ ଘଟିଛି । ତାଙ୍କ ନାମ ହେଉଛି ଡା. ରବୀନ୍ଦନାଥ ରଥ ଏବଂ ସେ ଓଲ୍ଡ ଟାଉନ୍‌ ଥାନା ଅଞ୍ଚଳରେ ରହୁଥିବା ଜଣାପଡିଛି । ଜିଆରପି ପୁଲିସର ସୂଚନା ଅନୁଯାୟୀ, ଶନିବାର ସକଳେ ଭୁବନେଶ୍ୱର ରେଲେଓ୍ଵ ଷ୍ଟେସନର ୧ ନମ୍ବର ପ୍ଲାଟ୍‌ ଫର୍ମରେ ପୁରୀ- ହାଓଡ଼ା ଟ୍ରେନରେ ଡାକ୍ତର ରଥ ଚଢୁଥିବା ବେଳେ ତାଙ୍କ ଖସି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଟ୍ରେନ ଲାଇନରୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା । ହେଲେ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories