www.samajalive.in
Saturday, December 6, 2025
26.1 C
Bhubaneswar

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଆଗ ଧାଡିର କରୋନା ଯୋଦ୍ଧା

ପୁରୀ : କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଆଗ ଧାଡିର କରୋନା ଯୋଦ୍ଧା । ପୁରୀ ଜିଲା କୋଭିଡ ହସ୍ପିଟାଲର ନୋଡାଲ ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ପଣ୍ଡାଙ୍କ କରୋନାରେ ଅକାଳ ବିୟୋଗ ଘଟିଛି। କରୋନାରେ ଆକ୍ରାନ୍ତ ହେବା ପରେ ସେ ଭୁବନେଶ୍ୱରର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।

 

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories