www.samajalive.in
Tuesday, December 9, 2025
26.1 C
Bhubaneswar

୬ ବର୍ଷର କୁନି ଝିଅକୁ ଝୁଣି ମାରିଦେଲେ ବୁଲା କୁକୁର

ଜୟପୁର : ୬ ବର୍ଷର କୁନି ଝିଅକୁ ଝୁଣି ମାରିଦେଲେ ବୁଲା କୁକୁର । ବୋରିଗୁମ୍ମା ବ୍ଲକ୍ ଫୁପୁଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ବାହାରେ ଭାଇ ସହ ଖେଳୁଥିବାବେଳେ ୬ ବର୍ଷର କୁନି ଝିଅକୁ ଆକ୍ରମଣ କରି ୫ ବୁଲା କୁକୁର ଲହୁଲୁହାଣ କରିବା ପରେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଡାକ୍ତର କୁନି ଝିଅକୁ ମୃତ ଘୋଷଣା କରିଛନ୍ତି । ଏମିତି ଘଟଣା ପରେ ପରିବାର ଓ ସାରା ଗାଁରେ ଦୁଃଖର ଲହରୀ ଖେଳିଯାଇଛି ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories