www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡାରେ ସେ  ଗଲ୍ଫ ଖେଳୁଥିବାବେଳେ ଟ୍ରମ୍ପଙ୍କୁ ଗୁଳି କରି ହତ୍ୟା ଉଦ୍ୟମ ହୋଇଛି। ତେବେ ସେ ଅଳ୍ପକେ ବର୍ତ୍ତିଯାଇଛନ୍ତି।  ଟ୍ରମ୍ପଙ୍କ ଦେହରେ ଗୁଳି ବାଜିନି।  ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି ଏଫବିଆଇ।  ଘଟଣାସ୍ଥଳରୁ ଗୋଟିଏ ଏକେ ୪୭ ବନ୍ଧୁକ ଜବତ ହୋଇଛି।

ପୂର୍ବରୁ ମଧ୍ୟ ଥରେ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଜୁଲାଇ ୧୩ ତାରିଖରେ ପେନସିଲ୍ ଭାନିଆରେ ଗୁଳିମାଡରେ ଟ୍ରମ୍ପ ଆହତ ହୋଇଥିଲେ। ଏହି ସମୟରେ ଆତତାୟୀର ଗୁଳି ଟ୍ରମ୍ପଙ୍କ କାନରେ ବାଜିଥିଲା।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories