ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର, ଖୁବ ଶୀଘ୍ର କାମ ଆରମ୍ଭ ହେବ-ମୁଖ୍ୟମନ୍ତ୍ରୀ
Popular Categories



