www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡିରେ ମିଶିଲେ ଖ୍ୟାତନାମା ଡାକ୍ତର ଅବିନାଶ ସାମଲ

ଭୁବନେଶ୍ୱର: ଢେଙ୍କାନାଳର ଖ୍ୟାତନାମା ଡାକ୍ତର ଅବିନାଶ ସାମଲ ବିଜେଡିରେ ମିଶିଛନ୍ତି। ଭୁବନେଶ୍ବରସ୍ଥିତ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଶୁକ୍ରବାର ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

ଢେଙ୍କାନାଳ ଖଡଗପ୍ରସାଦର ଡାକ୍ତର ଅବିନାଶ ସାମଲ ସମାଜ ସେବାରେ ନିଜକୁ ବ୍ରତୀ କରିଛନ୍ତି। ସେ ଢେଙ୍କାନାଳର ଜଣେ ଖ୍ୟାତନାମା ଡାକ୍ତର। ତାଙ୍କର ଯୋଗଦାନ ବିଜେଡିକୁ ଅଧିକ ଶକ୍ତିଶାଳୀ କରିବ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories