www.samajalive.in
Monday, December 8, 2025
27.1 C
Bhubaneswar

ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ଭୁବନେଶ୍ୱରର ପୂର୍ବତନ ପୌରାଧ୍ୟକ୍ଷ ତଥା ଡାକ୍ତର ଜଗନ୍ନାଥ ମହାପାତ୍ର(୮୪)ଙ୍କ ପରଲୋକ ଘଟିଛି। ଜଗନ୍ନାଥ ଭୁବନେଶ୍ୱରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସହିଦନଗରସ୍ଥିତ ବାସଭବନରେ ଜଗନ୍ନାଥଙ୍କ ଶେଷ ଦର୍ଶନ କରୁଛନ୍ତି ନିକଟ ସମ୍ପର୍କୀୟ ଓ ସାଧାରଣ ଜନତା। ଭୁବନେଶ୍ୱର ସହିଦନଗର ପୂଜାମଣ୍ଡପର କର୍ମକର୍ତ୍ତା ଥିଲେ ଡାକ୍ତର ମହାପାତ୍ର। ଜଣେ ଭଲ ଡାକ୍ତର ଭାବେ ନାମର ନାଁ ଥିଲା। ସୂଚନା‌ଯୋଗ୍ୟ ଯେ, ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ସଂଘମିତ୍ରା ମିଶ୍ରଙ୍କ ସ୍ବାମୀ ହେଉଛନ୍ତି ଡାକ୍ତର ଜଗନ୍ନାଥ ମହାପାତ୍ର।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories