www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟଭାର ଗ୍ରହଣ କଲେ କ୍ରିଷନ କୁମାର

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଡକ୍ଟର  କ୍ରିଷନ କୁମାର ଗୁରୁବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି।  ପୂର୍ତ୍ତ ବିଭାଗର ସଚିବ ସହିତ ସେ ଏହି ହାୟିତ୍ବ ମଧ୍ୟ ତୁଲାଇବେ। ଗତ ୧୫ ତାରିଖରେ ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଅଦଳ ବଦଳ ପରେ କ୍ରିଷନ କୁମାରଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଥିଲେ।

ଅନ୍ୟ ପକ୍ଷରେ ବରିଷ୍ଠ ପ୍ରଶାସକ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ବ ତୁଲାଉଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories