www.samajalive.in
Tuesday, December 9, 2025
23.1 C
Bhubaneswar

ଅଧ୍ୟାପକ ଡ. ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର : ବରିଷ୍ଠ ସାମ୍ବାଦିକ ତଥା ଅଧ୍ୟାପକ ଡ. ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି । ଗତ କିଛି ଦିନ ହେବ ସେ ନିମୋନିଆ ଯୋଗୁଁ ଫୁସଫୁସ ଜନିତ ସମସ୍ୟାରେ ପୀଡିତ ହୋଇ  ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଗତକାଲି ମଧ୍ୟରାତ୍ରିରେ ୬୯ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଡ. ପ୍ରଦୀପ ମହାପାତ୍ର ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ରହିସାରିଥିଲେ । ସେ ଦୀର୍ଘବର୍ଷ ଧରି ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିଥିଲେ । ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ଅଧ୍ୟାପକ ଭାବେ ସେ ଅନେକ ସାମ୍ବାଦିକ ଗଢିଛନ୍ତି ।

୫୦ ମିଟର ରାଇଫଲ ଥ୍ରୀ-ପୋଜିସନ ସୁଟିଂରେ ଇତିହାସ ରଚିଲେ ସ୍ୱପ୍ନିଲ କୁସାଲେ

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories