www.samajalive.in
Saturday, December 6, 2025
26.1 C
Bhubaneswar

ପଦ୍ମ ଧରିଲେ ଦୁଇ ବରିଷ୍ଠ ଡାକ୍ତର

ଭୁବନେଶ୍ୱର: ବିଜେପିରେ ଯୋଗ ଦେଇଛନ୍ତି ଦୁଇ ଜଣ ବରିଷ୍ଠ ଡାକ୍ତର। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର ଓ ଡାକ୍ତର ପ୍ରତାପ ପାଣି ବିଜେପିରେ ସାମିଲ ହୋଇଛନ୍ତି। ଡାକ୍ତର ପ୍ରଶାନ୍ତ ମିଶ୍ର ଏମ୍ସରେ କାର୍ଯ୍ୟ କରିବା ବେଳେ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଆସୁଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ, ନନ୍ଦିନୀ ଶତପଥୀ ଓ ଜାନକୀ ବଲ୍ଲବ ପଟ୍ଟନାୟକଙ୍କ ସହ ସେ କାମ କରିଛନ୍ତି। ସେହିପରି ଡାକ୍ତର ପ୍ରତାପ ପାଣି ପୂର୍ବରୁ ବିଜେଡିରେ ଥିଲେ। ବିଜେଡି ଛାଡି ବିଜେପିରେ ମିଶିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories