www.samajalive.in
Monday, December 15, 2025
24.1 C
Bhubaneswar

ସାମାଜିକ ଦୂରତ୍ବ ସବୁଠାରୁ ଗୁରୁତ୍ବପୂର୍ଣ୍ଣ : ଏମ୍ସ ନିର୍ଦେଶକ

ନୂଆଦିଲ୍ଲୀ : କରୋନା ବାୟୁବାହିତ ନୁହେଁ । ବାୟୁ ଦ୍ବାରା ଏହାର ସଂକ୍ରମଣ ପ୍ରାୟତଃ ସମ୍ଭବ ନୁହେଁ । କେବଳ ନିୟମିତ ହାତ ଧୋଇବା ଏବଂ ସାମାଜିକ ବ୍ୟବଧାନ କରୋନା ଶିକୁଳିକୁ ଭାଙ୍ଗି ପାରିବ ବୋଲି କହିଛନ୍ତି ଏମ୍ସ ନିର୍ଦେଶକ ଡ଼ା. ରଣଦୀପ ଗୁଲେରିଆ ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories