www.samajalive.in
Saturday, December 6, 2025
19.1 C
Bhubaneswar

ଦେଖନ୍ତୁ ଭିଡ଼ିଓ, ଆତ୍ମହତ୍ୟା କରୁଥିଲେ ଯୁବତୀ, ଚୁଟିକୁ ଧରି ଜୀବନ ବଞ୍ଚାଇ ଦେଲେ ଟ୍ୟାକ୍ସି ଡ୍ରାଇଭର

ସମାଜ ଡିଜିଟାଲ ଡେସ୍କ: ଅଟଲ ସେତୁ ଉପରେ ଆତ୍ମହତ୍ୟା କରିବାକୁ ପ୍ରୟାସ କରୁଥିଲେ ଜଣେ ଯୁବତୀ। ଏହି ସମୟରେ ଦେବଦୂତ ସାଜି ଜୀବନ ବଞ୍ଚାଇଥିଲେ ଜଣେ ଟ୍ୟାକ୍ସି ଡ୍ରାଇଭର। ଯୁବତୀ ଜଣଙ୍କ ସେତୁ ଉପରେ ଚଢି ଆତ୍ମହତ୍ୟା କରିବାକୁ ଯାଉଥିବା ବେଳେ ଏହି ସମୟରେ ଟ୍ୟାକ୍ସି ଡ୍ରାଇଭର ଜଣଙ୍କ ତାଙ୍କ ଚୁଟିକୁ ଧରି ପକାଇଥିଲେ। ସେହି ବାଟ ଦେଇ ଯାଉଥିବା ପିସିଆର ଭ୍ୟାନ ମଧ୍ୟ ପହଞ୍ଚି ଯୁବତୀଙ୍କୁ ବଞ୍ଚାଇ ଦେଇଥିଲେ। ଏତମାମ ଦୃଶ୍ୟ କଏଦ ହୋଇଛି ସିସିଟିଭିରେ। ଦେଖନ୍ତୁ କିଭଳି ଥିଲା ପୁରା ଘଟଣା।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories