www.samajalive.in
Saturday, December 6, 2025
19.1 C
Bhubaneswar

ଏମିତି ସ୍ୱପ୍ନ ଦିଏ ବିବାହ ହେବାର ସଙ୍କେତ ..

ମାନ୍ୟତା ଅନୁଯାୟୀ, ଏପରି କିଛି ସ୍ୱପ୍ନ ରହିଛି, ଯାହାର ସଙ୍କେତ ବିବାହ ହେବାର ସୂଚନା ଦେଇଥାଏ।
ଯଦି କୌଣସି ଯୁବକ ସ୍ୱପ୍ନରେ ସୁନ୍ଦର ରଙ୍ଗର ପୋଷାକ କିମ୍ବା କୌଣସି ମହିଳା,ଝିଅ ସୁନ୍ଦର ରଙ୍ଗର ପୋଷକ ପିନ୍ଧିଥିବା ଦେଖନ୍ତି, ତେବେ ଆପଣଙ୍କୁ ଶାନ୍ତ ଧେର୍ୟ୍ୟବାନ ସ୍ତ୍ରୀ ପ୍ରାପ୍ତି ହେବ।
ସ୍ୱପ୍ନରେ ସୁନାର ଅଳଙ୍କାର ଉପହାର ମିଳିବା ଦେଖିଲେ, ଏହା ଶୀଘ୍ର ବିବାହ ହେବାର ସଙ୍କେତ ଦେଇଥାଏ।
ପ୍ରେମୀଯୁଗଳ ଯଦି ଆପଣଙ୍କ ସ୍ୱପ୍ନରେ ବଗିଚାରେ ବୁଲୁଥିବାର ଦେଖିଲେ, ପ୍ରେମରେ ଶୀଘ୍ର ସଫଳତା ମିଳିଥାଏ।
ସ୍ୱପ୍ନରେ ବିଲେଇ ଦେଖିଲେ , ଦାମ୍ପତ୍ୟ ଜୀବନରେ ସମସ୍ୟା ସୃଷ୍ଟି ହୋଇ ପାରେ।
ସ୍ୱପ୍ନରେ ମୟୁର ପୁଚ୍ଛ କିମ୍ବା ବଂଶୀ ଦେଖିବା ଉତ୍ତମ ଜୀବନସାଥୀ ସହ ଶୀଘ୍ର ବିବାହ ହେବାର ସଙ୍କେତ ଦେଇଥାଏ।
ସ୍ୱପ୍ନରେ ଗୋଲାପ ଫୁଲ ଦେଖିବା ମଧ୍ୟ ଶୁଭଙ୍କର। ଏହାଦ୍ୱାରା ଅଟକି ଥିବା କାମରେ ସଫଳତା ମିଳିଥାଏ। ଗୃହରେ ଉନ୍ନତି ଓ ଆର୍ଥିକ କ୍ଷେତ୍ରରେ ଲାଭ ମିଳିଥାଏ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories