www.samajalive.in
Sunday, December 7, 2025
26.1 C
Bhubaneswar

ପଖନମୁଣ୍ଡା ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

କଣ୍ଟାବାଞ୍ଜି : ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କୈବଲ୍ୟ ମାଝୀଙ୍କ ସଭାପତିତ୍ୱରେ ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି, ମାନ୍ଦଲା କ୍ଳଷ୍ଟର ସଂଯୋଜକ ଧନସିଂ ମାଝୀ, ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁ ଉପସ୍ଥିତ ଥିଲେ। ବରିଷ୍ଠ ଶିକ୍ଷକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ। ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱ।ଗତ କରିବା ପରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ମନୋଜ ତାଣ୍ଡୀ, ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ନରେଶ ତାଣ୍ଡୀ, ସୂରଜ ଛତ୍ରିଆ, ସମେତ ପରିଚାଳନା କମିଟିର ସଭ୍ୟସଭ୍ୟା ସହଯୋଗ କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories