www.samajalive.in
Thursday, December 11, 2025
16.1 C
Bhubaneswar

ଶ୍ରୀମନ୍ଦିରର ୫୦ଟି ସ୍ଥାନରେ ହେବ ପାନୀୟ ଜଳ ବ୍ୟବସ୍ଥା

ପୁରୀ : ଶ୍ରୀମନ୍ଦିରର ୫୦ଟି ସ୍ଥାନରେ ପାନୀୟ ଜଳ ଷ୍ଟାଣ୍ଡ ପୋଷ୍ଟ ଲାଗିବ । ଖରା ଦିନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ଭିତରେ ଆରଓ ପ୍ଲାଣ୍ଟ ସ୍ଥାପନ କରାଯାଇ ପାଣିର ସୁବିଧା କରାଯିବ । ଏନେଇ  ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories