www.samajalive.in
Monday, December 15, 2025
26.1 C
Bhubaneswar

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

ସମାଜ ଡିଜିଟାଲ ଡେସ୍କ: ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ପୁଲିସ।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଣ ବାରଣ ନେଇ କଡ଼ା ନିର୍ଦେଶନାମା ସତ୍ବେ ଏହା ପୂର୍ବରୁ ଏକାଧିକ ବାର ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ିବା ଘଟଣା ସାମ୍ନାକୁ ଆସିଛି ଏବଂ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories