www.samajalive.in
Monday, December 8, 2025
27.1 C
Bhubaneswar

ପୋଖରୀରେ ବୁଡ଼ି ଭଉଣୀ ଆଗରେ ଭାଇର ମୃତ୍ୟୁ

ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସନଝରିଆ ଗ୍ରାମରେ  ରବିବାର ଏକ ଦୁଃଖଦ ଘଟଣା ଘଟିଛି । ଭଉଣୀ ସହ ପୋଖରୀ କୂଳକୁ ଯାଇଥିବା ଭାଇର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି ।  ଖୁଦୁରୁକୁଣୀ ଓଷା ପାଇଁ ଭଉଣୀ ସହ ଭାଇ ପୋଖରୀ କୂଳକୁ ଯାଇଥିଲା । ପୋଖରୀ ତୁଠରେ ଭାଇର ହଠାତ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ିଯାଇଥିଲା । ଗୁରୁତର ଅବସ୍ଥାରେ ଭାଇକୁ ଉଦ୍ଧାର କରି କେନ୍ଦ୍ରାପଡ଼ା ମେଡ଼ିକାଲକୁ ନିଆଯାଇଥିଲା ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ଭାଇ ମୃତ ଘୋଷଣା କରିଥିଲେ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories