www.samajalive.in
Thursday, December 11, 2025
13.1 C
Bhubaneswar

କେନାଲରେ ଭାସି ଯାଉଥିଲେ ୩ ନାବାଳକ ; ୨ ଉଦ୍ଧାର

କଟକ: କଟକ ଜିଲା ଜଗତପୁର କେନାଲରେ ଅଞ୍ଚଳରେ ଏକ ଅଘଟଣ ଘଟିଥିବା ସୋମବାର ଜଣାପଡ଼ିଛି। ଜଗତପୁର ବିରୁପା ନଦୀ ନିକଟ କେନ୍ଦ୍ରାପଡ଼ା କେନାଲରେ ମାଛ ଧରିବା ବେଳେ ୩ ନାବାଳକ ଭାସିଯାଇଥିଲେ। ଭାସି ଯାଉଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ସ୍ଥାନୀୟଲୋକେ ଉଦ୍ଧାର କରିଛନ୍ତି। ନିଖୋଜ ଅନ୍ୟ ଜଣେ ନାବାଳକକୁ ଅଗ୍ନିଶମ କର୍ମଚାରୀମାନେ ଖୋଜାଖୋଜି ଜାରି ରଖିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories