www.samajalive.in
Friday, December 5, 2025
20.1 C
Bhubaneswar

ଭୁବନେଶ୍ଵର ବିମାନବନ୍ଦରରୁ ୨୫ ଲକ୍ଷ ଟଙ୍କାର ନିଶାଦ୍ରବ୍ୟ ଜବତ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ବିମାନ ବନ୍ଦରରୁ ପୁଣି ନିଶାଦ୍ରବ୍ୟ ଜବତ ହୋଇଛି। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ଖୋଳତାଡ଼ କରୁଛି କଷ୍ଟମ ବିଭାଗ। ଜବତ ହୋଇଥିବା ନିଶାଦ୍ରବ୍ୟର ମୂଲ୍ୟ ୨୫ ଲକ୍ଷରୁ ଅଧିକଟ ଟଙ୍କା ହେବ ବୋଲି ସୂଚନା ଦିଆଯାଇଛି। ଅଭିଯୁକ୍ତମାନେ ଦୁବାଇରୁ ଏହି ନିଶାଦ୍ରବ୍ୟ ସାଙ୍ଗରେ ଆସି ଭୁବନେଶ୍ଵର ଆସିଥିଲେ। ବିମାନବନ୍ଦରରେ ଯାଞ୍ଚ ସମୟରେ କଷ୍ଟମ ବିଭାଗ ତାହାକୁ ଜବତ କରିଥିଲେ। ଅଭିଯୁକ୍ତମାନେ ମୁମ୍ବଇର ବୋଲି ଜଣାପଡ଼ିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories