www.samajalive.in
Saturday, December 6, 2025
16.1 C
Bhubaneswar

ମୁମ୍ବଇରେ ୪ ଦିନ ମଦ ବିକ୍ରି କଟକଣା

ମୁମ୍ବଇ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରି​‌ପ୍ରେକ୍ଷୀରେ ଚଳିତମାସ ଚାରିଦିନ ମୁମ୍ବଇରେ ମଦ ବିକ୍ରି ଉପରେ କଟକଣା ଲାଗୁ କରାଯାଇଛି। ନଭେମ୍ବର ୧୮ ସନ୍ଧ୍ୟା ୬ଟା ପରଠାରୁ ସହରରେ ମଦ ବିକ୍ରିକୁ ନିଷେଧ କରାଯାଇଛି। ୧୯ରେ ଆଦୌ ମଦ ବିକ୍ରି କରାଯିବ ନାହିଁ। ୨୦ରେ ଭୋଟଗ୍ରହଣ ଅନୁଷ୍ଠିତ ହେଉଥିବାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମଦ ବିକ୍ରି ହେବ ନାହିଁ। ୨୩ରେ ଗଣତି କରାଯାଉଥିବାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମଦ ବିକ୍ରି ଉପରେ ଆଂଶିକ କଟକଣା ଜାରି କରାଯାଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories