www.samajalive.in
Monday, December 15, 2025
24.1 C
Bhubaneswar

କଂଗ୍ରେସ ପକ୍ଷରୁ ବନ୍ୟାବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ତିଗିରିଆ :  କଂଗ୍ରେସ ଦଳ ପକ୍ଷରୁ ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଉମାବଲ୍ଲଭ ରଥଙ୍କ ନେତୃତ୍ୱରେ ସୋମବାର ତିଗିରିଆ ବ୍ଲକରେ ବନ୍ୟା କ୍ଷତିଗ୍ରସ୍ତ ଲୋକ ମାନଙ୍କ ପାଇଁ ଶୁଖିଲା ଖାଦ୍ୟ ଚୁଡ଼ା, ଚିନି, ଓ ବିସ୍କୁଟ  ବଣ୍ଟନ କରାଯାଇଥିଲା । ଗଦାଧରପୁର ଓ ହାଟମାଳ ପଞ୍ଚାୟତର କଣ୍ଠିପୁର, ହରିଶରଣପୁର, ବିଷ୍ଣୁପୁର ଗ୍ରାମରେ ଶ୍ରୀ ରଥଙ୍କ ସହିତ କଂଗ୍ରେସ ନେତା ମହେବୁବ୍ ଅହେମ୍ମଦ ଖାଁ, ନୂଆପାଟଣା ସରପଞ୍ଚ ସୋମନାଥ ଦାସ, ବିନ୍ଧାଣିମା ସରପଞ୍ଚ ଙ୍କ ପ୍ରତିନିଧି ମାନସ ଜେନା, ନିରଞ୍ଜନ ସାମଲ, ବଗଲା ସାମଲ, ଦିଲ୍ଲୀପ ପ୍ରଧାନ, ବିଜୟ ରାଉତ, ସୁଶାନ୍ତ ସ୍ୱାଇଁ ଓ ଜିଲ୍ଲା ଯୁବ କଂଗ୍ରେସ ସମ୍ପାଦକ ପ୍ରଶାନ୍ତ ବେହେରା ପ୍ରମୁଖ ବୁଲି ଖାଦ୍ୟ ବଣ୍ଟନ କରିବା ସହିତ କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ଭେଟି ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories