www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀରେ ପ୍ରବଳ ବର୍ଷା: ଟର୍ମିନାଲ-୧ ଆଜି ବି ବନ୍ଦ

ନୂଆଦିଲ୍ଲୀ: ପ୍ରବଳ ବର୍ଷାରେ ରାଜଧାନୀ ଦିଲ୍ଲୀ ସ୍ଥିତି ବିଗିଡିବାରେ ଲାଗିଛି । ବର୍ଷା ନେଇ ପାଣିପରଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଇନ୍ଦିରାଗାନ୍ଧୀ ବିମାନବନ୍ଦରର ଭୁଶୁଡି ପଡିଥିବା ଟର୍ମିନାଲ-୧ ଆଜି ବି ବନ୍ଦ ରଖାଯାଇଛି । ଶୁକ୍ରବାର ସକାଳେ ଟର୍ମିନାଲ-୧ରେ ଅଘଟଣ ଘଟି ତିନି ଜଣଙ୍କ ଜୀବନ ଯାଇଥିଲା । ପୂର୍ବରୁ ଶୁକ୍ରବାର ଅପରାହ୍ନ ୨ଟା ଯାଏଁ ଟର୍ମିନାଲ ବନ୍ଦ ରଖାଯାଇଥିବା କିନ୍ତୁ ବର୍ତ୍ତମାନ ଆଗାମୀ ଆଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଦିଲ୍ଲୀରେ ଦୀର୍ଘ ୮ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା । ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ସହ ରାସ୍ତାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଲୋକମାନେ ଘରୁ ବାହାରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories