www.samajalive.in
Tuesday, December 9, 2025
15.1 C
Bhubaneswar

କଟକରେ ନକଲି ଘିଅ ପ୍ରସ୍ତୁତି କାରଖାନା ଠାବ

କଟକ : କିଛିଦିନ ହେବ କଟକରେ ବିଭିନ୍ନ ସ୍ଥାନରେ ନକଲି ଖାଦ୍ୟ ସାମଗ୍ରୀମାନ ଠାବ ହେଉଥିବା ଦେଖାଯାଉଛି। ଗୁରୁବାର ସଦର ଥାନା ଅଞ୍ଚଳର ଗବଗସ୍ତରେ ମାଲଗୋଦାମ ପୁଲିସ ଦ୍ୱାରା ନାମୀଦାମୀ ନାଁର ବିପୁଳ ପରିମାଣରେ ନକଲି ଘିଅ ପ୍ରସ୍ତୁତି କାରଖାନା ଠାବ ହେବା ସହ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ ହୋଇଥିବା ଜଣାପଡ଼ିଛି। ନକଲି ଘିଅ ସମେତ ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି। ପାମୋଲିନ ତେଲ, ବିଭିନ୍ନ କମ୍ପାନୀ ଲୋଗୋ ମଧ୍ୟ ଜବତ ହୋଇଛି। ଏହାସହ ସମ୍ପୃକ୍ତ ଘଟଣାରେ କଳକାରଖାନାର ମାଲିକକୁ ଅଟକ ରଖାଯାଇ ପୁଲିସ ପଚରାଉଚରା ଜାରି ରଖିଛି। ମାଲଗୋଦାମରୁ ନକଲି ଘିଅ ଧରାପଡ଼ିବା ପରେ ପୁଲିସ ଏହାକୁ ଜବତ କରିବା ସହ ତଦନ୍ତ କରୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories