www.samajalive.in
Sunday, December 14, 2025
26.1 C
Bhubaneswar

କଟକରୁ ନକଲି ଘିଅ କାରଖାନା ଠାବ

କଟକ : କଟକରୁ ପୁଣି ଏକ ନକଲି ଘିଅ କାରଖାନା ଠାବ ହୋଇଛି । ଜଗତପୁର ନ୍ୟୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ଭିତରୁ ଏହି ନକଲି ଘିଅ କାରଖାନା ମିଳିଛି । ବାଲ୍ ଗୋପାଲ ନାମକ ଘିଅ କମ୍ପାନୀରେ ଚଢାଉ ପରେ ଏଠାରେ ନକଲି ଘିଅ ପ୍ରସ୍ତୁତ ହେଉଥିବା ଜଣାପଡିଥିଲା । ଜଗତପୁର ଥାନା ପୁଲିସ ଓ ସିଏମସିର ଖାଦ୍ୟ ସୁରକ୍ଷା ବିଭାଗ ମିଳିବ ଭାବେ କାରଖାନାରେ ଚଢାଉ କରିଥିଲେ । କାରଖାନାରେ ବହୁ ପରିମାଣରେ ନକଲି ଘିଅ ମହଜୁଦ ରହିଛି । ଏନେଇ ଅଧିକ ଖୋଳତାଡ ଚାଲିବା ସହ ମାଲିକଙ୍କୁ ଅଟକ ରଖାଯାଇଛି ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories