www.samajalive.in
Saturday, December 6, 2025
16.1 C
Bhubaneswar

ପୁରୀରେ ଦୂର୍ଗାପୂଜା : ଚଣ୍ଡିପାଠରେ କମ୍ପୁଛି ସାରା ସହର

ଡେସ୍କ :  ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଦୂର୍ଗାପୂଜା ପାଳିତ ହେଉଛି। ଶ୍ରୀଜଗନ୍ନାଥ ମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ ବିମଳାଙ୍କ ସମେତ ଦକ୍ଷିଣକାଳୀ, ଭୁବନେଶ୍ୱରୀ, କାକୁଡିଖାଇ, ବାସେଳି, ବରାହୀ, ଶ୍ୟାମ।।ଳୀ, ମରିଚେଇ, ଆଲାମଚଣ୍ଡି, ଝାଡେଶ୍ୱରୀ ଓ ଚର୍ଚ୍ଚିକା ଆଦି ପୀଠ ଗୁଡିକରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ସାରା ସହର ଚଣ୍ଡିପାଠରେ କମ୍ପୁଛି । ମା’ଙ୍କ ଦର୍ଶନ ପାଇଁ ଗହଳି ଲାଗିଛି । ଗଜପତି ମହାରାଜାଙ୍କ ଦ୍ୱାରା ବରଣ ହୋଇଥିବା ଶ୍ରୋତ୍ରୀୟ ବ୍ରାହ୍ମଣମାନେ ପ୍ରମୂଖ ଶକ୍ତିପୀଠ ଗୁଡିକରେ ପୂଜାର୍ଚ୍ଚନା କରୁଛନ୍ତି । ଏଥିଲାଗି ସମଗ୍ର ପୁରୀ ସହର ଚଳଚଞ୍ଚଳ ହୋଇଉଠିଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories