www.samajalive.in
Wednesday, December 10, 2025
16.1 C
Bhubaneswar

ଶାରଦୀୟ ଦୁର୍ଗାପୂଜା ଉପଲକ୍ଷେ ବିଜେପି ରାଜ୍ୟ ସଭାପତିଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୦/୧୦: ଶାରଦୀୟ ଦୁର୍ଗାପୂଜା ଓଡ଼ିଶା ସଂସ୍କୃତି ଓ ପରମ୍ପରାର ଅନ୍ୟତମ ମହାନ ପର୍ବ । ମା’ ଦୁର୍ଗା ହେଉଛନ୍ତି ନାରୀ ଶକ୍ତିର ପ୍ରତୀକ । ଏହି ଅବସରରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସମସ୍ତ ଓଡ଼ିଶାବାସୀଙ୍କୁ ଅଷ୍ଟମୀ, ନବରାତ୍ର ଓ ବିଜୟା ଦଶମୀର ଶୁଭେଚ୍ଛା ଜଣାଇବା ସହ ମା’ ଦୁର୍ଗତୀ ନାଶିନୀ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣନ୍ତୁ ବୋଲି କାମନା କରିିଛନ୍ତି ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories