www.samajalive.in
Monday, November 17, 2025
17.1 C
Bhubaneswar

ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇନି: ପୁଲିସ କମିଶନର

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଦୁର୍ଗାପୁର ଘଟଣା ନୂଆମୋଡ଼ ନେଇଛି। ପୀଡ଼ିତା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇନାହିଁ। କେବଳ ଜଣେ ଅଭିଯୁକ୍ତ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା କହିଛନ୍ତି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସର କମିଶନର ସୁନୀଲ କୁମାର ଚୌଧୁରୀ।

ଏକ ସାମ୍ବାଦିକ ସମ୍ମିଳନୀରେ କମିଶନର କହିଛନ୍ତି ଯେ, ମାମଲାର ତଦନ୍ତ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୫ ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ ହୋଇଛି। ପୀଡ଼ିତା ଦେଇଥିବା ମନ୍ତବ୍ୟ ଏବଂ ତଥ୍ୟପ୍ରମାଣ ଆଧାରରେ ତାଙ୍କୁ ଗଣଦୁଷ୍କର୍ମ ହୋଇ ନ ଥିବା ଜଣାପଡ଼ିଛି। ଦୁଷ୍କର୍ମରେ କେବଳ ଜଣେ ଅଭିଯୁକ୍ତ ସମ୍ପୃକ୍ତ ରହିଛନ୍ତି। ପୀଡ଼ିତା ନିଜେ ଏହି ମନ୍ତବ୍ୟ ଦେଇଛନ୍ତି ବୋଲି କମିଶନର କହିଛନ୍ତି।

Hot this week

ଆଜି ସରକାର ଗଠନ ଦାବି କରିବେ ନୀତୀଶ !

ପାଟନା: ବିହାର ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ସର୍ବାଧିକ ୨୦୨ ଆସନରେ...

ରାମାୟଣ ମଞ୍ଚରେ ‘ସୀତା’ଙ୍କୁ ଉଲଗ୍ନ: ସୀମା ଟପିଲା ଅଶ୍ଲୀଳତା, ଭକ୍ତିଭାବନା ପ୍ରତି କୁଠାରଘାତ

ଦିଗପହଣ୍ଡି: ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି ରାମାୟଣ ନାଟକର ସୀତା ହରଣର...

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

Related Articles

Popular Categories