www.samajalive.in
Friday, December 12, 2025
19.1 C
Bhubaneswar

ସ୍ପାଇସ୍‌ଜେଟ୍‌ ଦୁର୍ଘଟଣାଗ୍ରସ୍ତ; ୪୦ ଆହତ

ନୂଆଦିଲ୍ଲୀ: ମୁମ୍ବାଇ-ଦୁର୍ଗାପୁର ସ୍ପାଇସ୍‌ଜେଟ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ପ୍ରାୟ ୪୦ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମଳିଛି । ସେଥିମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି । ସମସ୍ତ ଗୁରୁତର ଓ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ପାଇସଜେଟର ଏହି ବିମାନଟି ବୋଇଙ୍ଗ ବି୭୩୭ ଥିଲା । ଦୁର୍ଗାପୁରରେ ଅବତରଣ ସମୟରେ ଏହି ଦୁର୍ଘଟଣା ହୋଇଛି । ସ୍ପାଇସଜେଟ ମୁଖପାତ୍ର ଏନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ସମସ୍ତ ଆହତ ଓ ଗୁରୁତର ଯାତ୍ରୀଙ୍କୁ ସଙ୍ଗେସଙ୍ଗେ ଚିକିତ୍ସା ଯୋଗାଇ ଦିଆଯାଇଛି । ସମସ୍ତଙ୍କ ଚିକିତ୍ସା ଜାରି ରହିଛି ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories