www.samajalive.in
Sunday, December 14, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।

- Advertisement -

ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ। ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ ରୁ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories