www.samajalive.in
Sunday, December 14, 2025
23.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ପାଟଣା : ପାଟଣା ବ୍ଲକ ଅଞ୍ଚଳ ତୁରୁମୁଙ୍ଗା ଥାନା ଦାଶରଥିପୁର ଗ୍ରାମରେ ଜଣେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ନାବାଳିକାର ପରିବାର ପକ୍ଷରୁ ତୁରୁମୁଙ୍ଗା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୁଲିସ ନାବାଳକକୁ ଥାନା ଆଣି ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ ନାବାଳିକା ଜଣଙ୍କ ସୋମବାର ରାତିରେ ଘର ନିକଟ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ସମୟରେ ସେହି ଗ୍ରାମର ଜଣେ ୧୩ ବର୍ଷୀୟ ନାବାଳକ ନାବାଳିକାକୁ ଅସଦାଚରଣ କରିବା ସହ ଦୁଷ୍କର୍ମ ଉଦ୍ୟମ କରିଥିଲା । ଅଭିଯୋଗ ପରେ ତୁରୁମୁଙ୍ଗା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories