www.samajalive.in
Wednesday, December 10, 2025
16.1 C
Bhubaneswar

କୋଲକାତା ପରେ ଏବେ ବେଙ୍ଗାଲୁରୁରେ ଦୁଷ୍କର୍ମ, ଛାତ୍ରୀଙ୍କୁ ଲିଫ୍ଟ ଦେବା ବାହାନାରେ..

ବେଙ୍ଗାଲୁରୁ : ବେଙ୍ଗାଲୁରୁରେ ଜଣେ ଯୁବତୀଙ୍କୁ ଅଜଣା ବାଇକ ଚାଳକ ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୁଲିସ ସୂଚନା ଅନୁସାରେ ଯୁବତୀ ଜଣକ ବେଙ୍ଗାଲୁରୁର ଏକ କଲେଜର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀ । ସେ କୋରମଙ୍ଗଲାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ହେବ୍ବାଗୋଡି ସ୍ଥିତ ନିଜ ଘରକୁ ଫେରୁଥିଲେ । ଚାଲି ଚାଲି ଫେରୁଥିବା ସମୟରେ ଜଣେ ଯୁବକ ତାଙ୍କୁ ଲିଫ୍ଟ ଦେବା ବାହାନାରେ ଆଣିଥିଲା କିନ୍ତୁ ଘରକୁ ନନେଇ ଅନ୍ୟ ଏକ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି । ପୁଲିସ ଏନେଇ ଛାନଭିନ୍ ଆରମ୍ଭ କରିଦେଇଛି । ଯୁବତୀ ଜଣକ ଥାନାରେ ଅଭିଯୋଗ ପରେ ପୁଲିସକୁ ଘଟଣାସ୍ଥଳକୁ ନେଇଛନ୍ତି । ପୁଲିସ ଖୋଳତାଡ କରୁଛି । ଖୁବ୍ ଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ପୁଲିସ ସୂଚନା ଦେଇଛି  ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories