www.samajalive.in
Sunday, December 14, 2025
26.1 C
Bhubaneswar

୩୧ ଯାଏଁ ଜାରି ରହିବ ଇ-କେଓ୍ବାସି ପ୍ରକ୍ରିୟା

ଭୁବନେଶ୍ଵର: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିବ। ଆଜି ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଇ-କେଓ୍ବାଇସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି। ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି। ଗତବର୍ଷ ଜୁନ୍ ମାସରୁ ୧୫ ଲକ୍ଷ ୩୩ ହଜାର ୧୫୩ ଜଣ ଆବେଦନ କରିଛନ୍ତି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories