www.samajalive.in
Saturday, December 6, 2025
26.1 C
Bhubaneswar

ଫେବୃଆରୀ ୧୫ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ୍‌‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଇ-କେୱାସି ଶେଷ ତାରିଖ ଅବଧି ବୃଦ୍ଧି କରାଯାଇଥିବା ନେଇ ସୂଚନା ମିଳିଛି। ଇ-କେୱାଇସି ଅପଡେଟ୍‌‌ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଣିକି ଉପଭୋକ୍ତାମାନେ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ଇ-କେୱାଇସି ଅପଡେଟ୍‌‌ କରିପାରିବେ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ ଦେଇଛନ୍ତି। ପୂର୍ବରୁ ଇ-କେୱାଇସି ଅପଡେଟ୍‌‌ ଶେଷ ତାରିଖ ଜାନୁଆରୀ ୩୧ ତାରିଖ ରହିଥିବାବେଳେ ଏହାକୁ ଫେବୃଆରୀ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

କିଛି ଉପଭୋକ୍ତା ଇ-କେୱାଇସି କରି ନ ଥିବାରୁ ସେମାନେ ଏହାର ଅବଧି ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ରାଜ୍ୟ ସରକାର ଇ-କେୱାସି ଅବଡେଟ ଅବଧି ଫେବୃଆରୀ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି।

- Advertisement -

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories