www.samajalive.in
Sunday, December 7, 2025
18.1 C
Bhubaneswar

ଏଣିକି ମୋବାଇଲରେ ମିଳିବ ସମସ୍ତ ରାଜସ୍ବ ସେବା; ଆସିଲା ଇ-ରେଜିଷ୍ଟ୍ରେସନ ଆପ୍

ଭୁବନେଶ୍ଵର: ଏଣିକି ମୋବାଇଲ୍‌ ଫୋନରେ ମିଳିବ ସମସ୍ତ ରାଜସ୍ଵ ସେବା। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ ଆପ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ-ରେଜିଷ୍ଟେସନ ଆପ୍‌ର ଉନ୍ମୋଚନ କରିଛନ୍ତି। ଛୋଟ ଛୋଟ କାମ ପାଇଁ ଆଉ ରାଜସ୍ୱ କାର୍ଯ୍ୟାଳୟକୁ ଲୋକଙ୍କୁ ଦୌଡ଼ିବାକୁ ପଡ଼ିବନି। ଘରେ ବସି ଲୋକେ ସମସ୍ତ ରାଜସ୍ଵ ସଂକ୍ରାନ୍ତ ସୁବିଧା ପାଇପାରିବେ।

ଏହି ଆପ୍‌ ଦ୍ଵାରା ଏବେ ରାଜସ୍ଵ ସଂକ୍ରାନ୍ତ ବିଭିନ୍ନ ଜାଗଜପତ୍ର ଘରେ ବସି ଅନ୍‌ଲାଇନ୍‌ରେ ଡାଉନ୍‌ଲୋଡ୍ କରିହେବ। ଜମିଜମା ପଞ୍ଜୀକରଣ ପାଇଁ ଅନଲାଇନ୍ ସ୍ଲଟ୍ ବୁକିଙ୍ଗ୍, ସାର୍ଟିଫାଏଡ୍ କପି ଓ ଇସି ପାଇଁ ଆବେଦନ କରିହେବ। ଜମିର ସରକାରୀ ନିର୍ଦ୍ଧାରିତ ମୂଲ୍ୟ ମଧ୍ୟ ଜାଣିହେବ। ଏହି ଆପ୍‌ରେ ସବ୍ ରେଜିଷ୍ଟ୍ରର କାର୍ଯ୍ୟାଳୟ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ମଧ୍ୟ ମିଳିପାରିବ।

- Advertisement -

 

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories