www.samajalive.in
Monday, December 8, 2025
27.1 C
Bhubaneswar

ଇରାନ୍ ଦୂତାବାସ ପରିଦର୍ଶନ କରି ସମବେଦନା ଜଣାଇଲେ ଏସ୍ ଜୟଶଙ୍କର

ଡେସ୍କ: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ହୁସେନ ଅମୀର ଅବ୍ଦୋଲାହିଆନଙ୍କ ଦୁଃଖଦ ବିୟୋଗରେ ଭାରତ ପକ୍ଷରୁ ଗଭୀର ସମବେଦନା ଜଣାଇବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର ଆଜି ନୂଆଦିଲ୍ଲୀସ୍ଥିତ ଇରାନ୍ ଦୂତାବାସ ପରିଦର୍ଶନ କରିଛନ୍ତି। ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଡ. ଜୟଶଙ୍କର କହିଛନ୍ତି, ଭାରତ-ଇରାନ ସମ୍ପର୍କର ଅଭିବୃଦ୍ଧିରେ ଉଲ୍ଲେଖନୀୟ ଅବଦାନ ଦେଇଥିବା ଭାରତର ବନ୍ଧୁ ଭାବରେ ସେମାନେ ସର୍ବଦା ସ୍ମରଣୀୟ ରହିବେ।

୪ ବିଧାୟକଙ୍କୁ ଜବାବ ତଲବ, ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ

- Advertisement -

ସେ କହିଛନ୍ତି ଯେ ଏହି ଦୁଖଦଃ ସମୟରେ ଭାରତ ସରକାର ଇରାନର ଜନସାଧାରଣଙ୍କ ସହ ଅଛନ୍ତି।

ସାଉଥ ସୁପରଷ୍ଟାର୍ ନାଗା ଚୈତନ୍ୟ କିଣିଲେ ପୋର୍ଶେ କାର୍, ଦାମ୍ ସାଢେ ୩ କୋଟିରୁ ଆରମ୍ଭ

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories