www.samajalive.in
Wednesday, December 10, 2025
26.1 C
Bhubaneswar

୧୧ରୁ ଜୟଶଙ୍କରଙ୍କର ଚୀନ ଗସ୍ତ

ନୂଆଦିଲ୍ଳୀ : ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‍. ଜୟଶଙ୍କର ଆସନ୍ତା ୧୧ ତାରିଖରୁ ତିନି ଦିନ ପାଇଁ ଚୀନ ଗସ୍ତରେ ଯିବେ। ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଏହା ହେବ ତାଙ୍କର ପ୍ରଥମ ଚୀନ ଗସ୍ତ । ଏହି ଗସ୍ତକାଳରେ ଶ୍ରୀ ଜୟଶଙ୍କର ଚୀନ୍‍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍‍ ୟିଙ୍କ ସହ ବେଜିଂଠାରେ ୧୨ ତାରିଖ ଦିନ ସାଂସ୍କୃତିକ ଓ ଜନ ସହଯୋଗ ସମ୍ପର୍କିତ ଭାବ ବିନିମୟ ବ୍ୟବସ୍ଥା ସଂକ୍ରାନ୍ତ ଦ୍ୱିତୀୟ ଭାରତ ଓ ଚୀନ ଉଚ୍ଚସ୍ତରୀୟ ବୈଠକରେ ସହଅଧ୍ୟକ୍ଷତା କରିବେ। ଦୁଇ ଦେଶ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସମେତ ଚଳିତ ବର୍ଷ ଶେଷ ଆଡ଼କୁ ଆଗାମୀ ଉଚ୍ଚସ୍ତରୀୟ ଗସ୍ତ ଓ ଆପୋଷ ସ୍ୱାର୍ଥଜଡ଼ିତ ଆଞ୍ଚଳିକ ଓ ବିଶ୍ୱସ୍ତରୀୟ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories