www.samajalive.in
Monday, December 15, 2025
26.1 C
Bhubaneswar

ହରିୟାଣାରେ ଭୂକମ୍ପ ଝଟକା : ରିକ୍ଟର ସ୍କେଲରେ ତୀବ୍ରତା ୩.୨ ରେକର୍ଡ

ନୂଆଦିଲ୍ଲୀ : ହରିୟାଣାରେ ଭୂକମ୍ପ ଝଟକା। ସକାଳ ୬ଟା ସମୟରେ ହରିୟାଣାର ଫରିଦାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଫରିଦାବାଦର ଦକ୍ଷିଣ ପୂର୍ବରେ ୧୬ କିମି ଏବଂ ଭୂମିଠାରୁ ଗଭୀରତା ୫ କିଲୋମିଟର ରହିଥିଲା। ଭୂମି ଥରି ଉଠିବା ପରେ ଅଧିକାଂଶ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଏଥିରେ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳିଛି। ପୂର୍ବରୁ ଜୁଲାଇ ୧୬ ତାରିଖରେ ଭୂକମ୍ପ ଅନୁଭୂତ ହୋଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories