www.samajalive.in
Monday, December 15, 2025
26.1 C
Bhubaneswar

ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା। ସୋମବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୨ ରେକର୍ଡ ହୋଇଛି। ସବୁଦ୍ର ପୃଷ୍ଠରୁ ପ୍ରାୟ ୧୦ କିଲୋମିଟର ତଳେ ଭୂକମ୍ପ ହୋଇଥିଲା। ଏପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରିନାହିଁ। କିନ୍ତୁ ଭୂକମ୍ପ ହେବା ମାତ୍ରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଭୂକମ୍ପର ପ୍ରାୟ ଦୁଇ ସପ୍ତାହ ପୂର୍ବରୁ ଦିଲ୍ଲୀ ଏନସିଆରରେ ଲଗାତାର ଦୁଇ ଦିନ ଧରି ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories