www.samajalive.in
Saturday, December 6, 2025
14.1 C
Bhubaneswar

ଓଡିଶାରେ ମୃଦୁ ଭୂକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ

ଭୁବନେଶ୍ଵର: ସକାଳୁ ସକାଳୁ ଓଡିଶାରେ ଭୂକମ୍ପ ଝଟକା । ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ ହୋଇଛି। ସକାଳ ୬ଟା ୧୦ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଯାଏଁ ପ୍ରଭାବ ଅନୁଭୂତ ହୋଇଥିଲା । ଭୁବନେଶ୍ଵର, ବାଲେଶ୍ଵର, ପାରାଦୀପ ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି । ବଙ୍ଗୋପାସାଗରରେ ଭୂମିକମ୍ପର କେନ୍ଦ୍ରସ୍ଥଳ  ରହିଥିବା ସୂଚନା ମିଳିଛି। ପୁରୀରୁ ୨୮୬ ଓ ଭୁବନେଶ୍ଵରରୁ ୨୯୭ କିମି ଏବଂ ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ ଏହାର କେନ୍ଦ୍ରସ୍ଥଳ ରହିଛି।  ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories